Home Actress Varsha Priyadarshini HD Instagram Photos and Wallpapers October 2023 Varsha Priyadarshini Instagram - ସତ୍ୟ ଉପରେ ବିଶ୍ବାସ, ଧୈର୍ଯ୍ୟ, ସାହସ ଓ ଆତ୍ମବଳ ହିଁ ବ୍ୟକ୍ତିର ଶ୍ରେଷ୍ଠ ସମ୍ପତ୍ତି। ଦୀର୍ଘ ତିନି ବର୍ଷର ଲଢ଼େଇ। ତିନି ବର୍ଷର ମାନସିକ ଯନ୍ତ୍ରଣା। ମୋର ବ୍ୟକ୍ତିଗତ ଜୀବନ ବିଷୟରେ କିଛି ବି ନଜାଣି ଅନ୍ୟମାନଙ୍କର ନକାରାତ୍ମକ ମତ ଓ ମନ୍ତବ୍ୟ ଦେବା, ସାମାଜିକ ଗଣମାଧ୍ୟମରେ କୁତ୍ସାରଟନା, ପରିବାର ଲୋକଙ୍କ ନାଁରେ ମିଛ ଅଭିଯୋଗ, ଅସହାୟ ଲୋକଙ୍କୁ ନେଇ ଭିତ୍ତିହୀନ ଅଭିଯୋଗ, ଅପପ୍ରଚାର, ନିନ୍ଦା, ଅପମାନ, ଧମକ ଏସବୁରେ ଭାଙ୍ଗି ନପଡ଼ି ମୁଁ ଲଢ଼ିଲି ଏବଂ ଶେଷରେ ସତ୍ୟର ଜୟ ହେଲା। ଏହି ଆଇନଗତ ଲଢ଼େଇରେ ମୋ ପରିବାର ସବୁବେଳେ ମୋ ସହ ଠିଆ ହୋଇଛି। ମୋ ପରିବାର ତଥା ମୋ ମା'ଙ୍କ ଆଶୀର୍ବାଦ ବିନା ଏହା କେବେବି ସମ୍ଭବ ହୋଇ ପାରିନଥାନ୍ତା। ଏହି ଆଇନଗତ ଲଢ଼େଇରେ ତଥ୍ଯ ଓ ପ୍ରମାଣ ସହ ମୋ ପାଇଁ ଲଢ଼ିଥିବା ଆଇନଜୀବୀମାନଙ୍କୁ ଏବଂ ସତ୍ୟକୁ ପୁଙ୍ଖାନୁପୁଙ୍ଖ ଭାବରେ ତର୍ଜମା କରି ନ୍ୟାୟ ପ୍ରଦାନ କରିଥିବା ନ୍ୟାୟପାଳିକାଙ୍କୁ ସର୍ବ ପ୍ରଥମେ ଧନ୍ୟବାଦ ଜଣାଉଛି। ଏହା ସହ ମୋ ଜୀବନର ଏହି ଦୁଃସମୟରେ ମତେ ଅକୁଣ୍ଠିତ ଭାବରେ ସହଯୋଗ ଓ ସମର୍ଥନ ଜଣାଇଥିବା ପ୍ରତ୍ୟକ ବ୍ୟକ୍ତିଙ୍କୁ ମଧ୍ୟ ଧନ୍ୟବାଦ ଜଣାଉଛି। ହୀନ ଉଦ୍ଦେଶ୍ୟ ନେଇ ଛାଡ଼ପତ୍ର ପାଇଁ ଆବେଦନ କଲେ ତାହା ଧରାପଡ଼େ ଓ ନ୍ୟାୟପାଳିକା ଦ୍ୱାରା ଖାରଜ ହୋଇ ସଫଳ ହୁଏ ନାହିଁ। ଅଗ୍ନିକୁ ସାକ୍ଷୀ ରଖି ପଡ଼ିଥିବା ହସ୍ତଗଣ୍ଠିର ଶକ୍ତି ବହୁତ ଅଧିକ। ପରିଶେଷରେ ଏତିକି କହିବି ଯେ ମିଛ ଯେତେ ଶକ୍ତିଶାଳୀ ହୋଇଥାଉ ଦିନେ ନା ଦିନେ ତାର ଅନ୍ତ ଘଟେ ଓ ସତ୍ୟର ବିଜୟ ହୁଏ। ମହାପ୍ରଭୁ ଶ୍ରୀଜଗନ୍ନାଥ ମତେ ସବୁବେଳେ ସତ୍ୟ, ଧର୍ମ ଓ ନ୍ୟାୟ ପଥରେ ଚାଲିବା ପାଇଁ ଶକ୍ତି ଓ ସାମର୍ଥ୍ୟ ପ୍ରଦାନ କରନ୍ତୁ । ଜୟ ଜଗନ୍ନାଥ

Varsha Priyadarshini Instagram – ସତ୍ୟ ଉପରେ ବିଶ୍ବାସ, ଧୈର୍ଯ୍ୟ, ସାହସ ଓ ଆତ୍ମବଳ ହିଁ ବ୍ୟକ୍ତିର ଶ୍ରେଷ୍ଠ ସମ୍ପତ୍ତି। ଦୀର୍ଘ ତିନି ବର୍ଷର ଲଢ଼େଇ। ତିନି ବର୍ଷର ମାନସିକ ଯନ୍ତ୍ରଣା। ମୋର ବ୍ୟକ୍ତିଗତ ଜୀବନ ବିଷୟରେ କିଛି ବି ନଜାଣି ଅନ୍ୟମାନଙ୍କର ନକାରାତ୍ମକ ମତ ଓ ମନ୍ତବ୍ୟ ଦେବା, ସାମାଜିକ ଗଣମାଧ୍ୟମରେ କୁତ୍ସାରଟନା, ପରିବାର ଲୋକଙ୍କ ନାଁରେ ମିଛ ଅଭିଯୋଗ, ଅସହାୟ ଲୋକଙ୍କୁ ନେଇ ଭିତ୍ତିହୀନ ଅଭିଯୋଗ, ଅପପ୍ରଚାର, ନିନ୍ଦା, ଅପମାନ, ଧମକ ଏସବୁରେ ଭାଙ୍ଗି ନପଡ଼ି ମୁଁ ଲଢ଼ିଲି ଏବଂ ଶେଷରେ ସତ୍ୟର ଜୟ ହେଲା। ଏହି ଆଇନଗତ ଲଢ଼େଇରେ ମୋ ପରିବାର ସବୁବେଳେ ମୋ ସହ ଠିଆ ହୋଇଛି। ମୋ ପରିବାର ତଥା ମୋ ମା’ଙ୍କ ଆଶୀର୍ବାଦ ବିନା ଏହା କେବେବି ସମ୍ଭବ ହୋଇ ପାରିନଥାନ୍ତା। ଏହି ଆଇନଗତ ଲଢ଼େଇରେ ତଥ୍ଯ ଓ ପ୍ରମାଣ ସହ ମୋ ପାଇଁ ଲଢ଼ିଥିବା ଆଇନଜୀବୀମାନଙ୍କୁ ଏବଂ ସତ୍ୟକୁ ପୁଙ୍ଖାନୁପୁଙ୍ଖ ଭାବରେ ତର୍ଜମା କରି ନ୍ୟାୟ ପ୍ରଦାନ କରିଥିବା ନ୍ୟାୟପାଳିକାଙ୍କୁ ସର୍ବ ପ୍ରଥମେ ଧନ୍ୟବାଦ ଜଣାଉଛି। ଏହା ସହ ମୋ ଜୀବନର ଏହି ଦୁଃସମୟରେ ମତେ ଅକୁଣ୍ଠିତ ଭାବରେ ସହଯୋଗ ଓ ସମର୍ଥନ ଜଣାଇଥିବା ପ୍ରତ୍ୟକ ବ୍ୟକ୍ତିଙ୍କୁ ମଧ୍ୟ ଧନ୍ୟବାଦ ଜଣାଉଛି। ହୀନ ଉଦ୍ଦେଶ୍ୟ ନେଇ ଛାଡ଼ପତ୍ର ପାଇଁ ଆବେଦନ କଲେ ତାହା ଧରାପଡ଼େ ଓ ନ୍ୟାୟପାଳିକା ଦ୍ୱାରା ଖାରଜ ହୋଇ ସଫଳ ହୁଏ ନାହିଁ। ଅଗ୍ନିକୁ ସାକ୍ଷୀ ରଖି ପଡ଼ିଥିବା ହସ୍ତଗଣ୍ଠିର ଶକ୍ତି ବହୁତ ଅଧିକ। ପରିଶେଷରେ ଏତିକି କହିବି ଯେ ମିଛ ଯେତେ ଶକ୍ତିଶାଳୀ ହୋଇଥାଉ ଦିନେ ନା ଦିନେ ତାର ଅନ୍ତ ଘଟେ ଓ ସତ୍ୟର ବିଜୟ ହୁଏ। ମହାପ୍ରଭୁ ଶ୍ରୀଜଗନ୍ନାଥ ମତେ ସବୁବେଳେ ସତ୍ୟ, ଧର୍ମ ଓ ନ୍ୟାୟ ପଥରେ ଚାଲିବା ପାଇଁ ଶକ୍ତି ଓ ସାମର୍ଥ୍ୟ ପ୍ରଦାନ କରନ୍ତୁ । ଜୟ ଜଗନ୍ନାଥ

Varsha Priyadarshini Instagram - ସତ୍ୟ ଉପରେ ବିଶ୍ବାସ, ଧୈର୍ଯ୍ୟ, ସାହସ ଓ ଆତ୍ମବଳ ହିଁ ବ୍ୟକ୍ତିର ଶ୍ରେଷ୍ଠ ସମ୍ପତ୍ତି। ଦୀର୍ଘ ତିନି ବର୍ଷର ଲଢ଼େଇ। ତିନି ବର୍ଷର ମାନସିକ ଯନ୍ତ୍ରଣା। ମୋର ବ୍ୟକ୍ତିଗତ ଜୀବନ ବିଷୟରେ କିଛି ବି ନଜାଣି ଅନ୍ୟମାନଙ୍କର ନକାରାତ୍ମକ ମତ ଓ ମନ୍ତବ୍ୟ ଦେବା, ସାମାଜିକ ଗଣମାଧ୍ୟମରେ କୁତ୍ସାରଟନା, ପରିବାର ଲୋକଙ୍କ ନାଁରେ ମିଛ ଅଭିଯୋଗ, ଅସହାୟ ଲୋକଙ୍କୁ ନେଇ ଭିତ୍ତିହୀନ ଅଭିଯୋଗ, ଅପପ୍ରଚାର, ନିନ୍ଦା, ଅପମାନ, ଧମକ ଏସବୁରେ ଭାଙ୍ଗି ନପଡ଼ି ମୁଁ ଲଢ଼ିଲି ଏବଂ ଶେଷରେ ସତ୍ୟର ଜୟ ହେଲା। ଏହି ଆଇନଗତ ଲଢ଼େଇରେ ମୋ ପରିବାର ସବୁବେଳେ ମୋ ସହ ଠିଆ ହୋଇଛି। ମୋ ପରିବାର ତଥା ମୋ ମା'ଙ୍କ ଆଶୀର୍ବାଦ ବିନା ଏହା କେବେବି ସମ୍ଭବ ହୋଇ ପାରିନଥାନ୍ତା। ଏହି ଆଇନଗତ ଲଢ଼େଇରେ ତଥ୍ଯ ଓ ପ୍ରମାଣ ସହ ମୋ ପାଇଁ ଲଢ଼ିଥିବା ଆଇନଜୀବୀମାନଙ୍କୁ ଏବଂ ସତ୍ୟକୁ ପୁଙ୍ଖାନୁପୁଙ୍ଖ ଭାବରେ ତର୍ଜମା କରି ନ୍ୟାୟ ପ୍ରଦାନ କରିଥିବା ନ୍ୟାୟପାଳିକାଙ୍କୁ ସର୍ବ ପ୍ରଥମେ ଧନ୍ୟବାଦ ଜଣାଉଛି। ଏହା ସହ ମୋ ଜୀବନର ଏହି ଦୁଃସମୟରେ ମତେ ଅକୁଣ୍ଠିତ ଭାବରେ ସହଯୋଗ ଓ ସମର୍ଥନ ଜଣାଇଥିବା ପ୍ରତ୍ୟକ ବ୍ୟକ୍ତିଙ୍କୁ ମଧ୍ୟ ଧନ୍ୟବାଦ ଜଣାଉଛି। ହୀନ ଉଦ୍ଦେଶ୍ୟ ନେଇ ଛାଡ଼ପତ୍ର ପାଇଁ ଆବେଦନ କଲେ ତାହା ଧରାପଡ଼େ ଓ ନ୍ୟାୟପାଳିକା ଦ୍ୱାରା ଖାରଜ ହୋଇ ସଫଳ ହୁଏ ନାହିଁ। ଅଗ୍ନିକୁ ସାକ୍ଷୀ ରଖି ପଡ଼ିଥିବା ହସ୍ତଗଣ୍ଠିର ଶକ୍ତି ବହୁତ ଅଧିକ। ପରିଶେଷରେ ଏତିକି କହିବି ଯେ ମିଛ ଯେତେ ଶକ୍ତିଶାଳୀ ହୋଇଥାଉ ଦିନେ ନା ଦିନେ ତାର ଅନ୍ତ ଘଟେ ଓ ସତ୍ୟର ବିଜୟ ହୁଏ। ମହାପ୍ରଭୁ ଶ୍ରୀଜଗନ୍ନାଥ ମତେ ସବୁବେଳେ ସତ୍ୟ, ଧର୍ମ ଓ ନ୍ୟାୟ ପଥରେ ଚାଲିବା ପାଇଁ ଶକ୍ତି ଓ ସାମର୍ଥ୍ୟ ପ୍ରଦାନ କରନ୍ତୁ । ଜୟ ଜଗନ୍ନାଥ

Varsha Priyadarshini Instagram – ସତ୍ୟ ଉପରେ ବିଶ୍ବାସ, ଧୈର୍ଯ୍ୟ, ସାହସ ଓ ଆତ୍ମବଳ ହିଁ ବ୍ୟକ୍ତିର ଶ୍ରେଷ୍ଠ ସମ୍ପତ୍ତି। ଦୀର୍ଘ ତିନି ବର୍ଷର ଲଢ଼େଇ। ତିନି ବର୍ଷର ମାନସିକ ଯନ୍ତ୍ରଣା। ମୋର ବ୍ୟକ୍ତିଗତ ଜୀବନ ବିଷୟରେ କିଛି ବି ନଜାଣି ଅନ୍ୟମାନଙ୍କର ନକାରାତ୍ମକ ମତ ଓ ମନ୍ତବ୍ୟ ଦେବା, ସାମାଜିକ ଗଣମାଧ୍ୟମରେ କୁତ୍ସାରଟନା, ପରିବାର ଲୋକଙ୍କ ନାଁରେ ମିଛ ଅଭିଯୋଗ, ଅସହାୟ ଲୋକଙ୍କୁ ନେଇ ଭିତ୍ତିହୀନ ଅଭିଯୋଗ, ଅପପ୍ରଚାର, ନିନ୍ଦା, ଅପମାନ, ଧମକ ଏସବୁରେ ଭାଙ୍ଗି ନପଡ଼ି ମୁଁ ଲଢ଼ିଲି ଏବଂ ଶେଷରେ ସତ୍ୟର ଜୟ ହେଲା। ଏହି ଆଇନଗତ ଲଢ଼େଇରେ ମୋ ପରିବାର ସବୁବେଳେ ମୋ ସହ ଠିଆ ହୋଇଛି। ମୋ ପରିବାର ତଥା ମୋ ମା’ଙ୍କ ଆଶୀର୍ବାଦ ବିନା ଏହା କେବେବି ସମ୍ଭବ ହୋଇ ପାରିନଥାନ୍ତା। ଏହି ଆଇନଗତ ଲଢ଼େଇରେ ତଥ୍ଯ ଓ ପ୍ରମାଣ ସହ ମୋ ପାଇଁ ଲଢ଼ିଥିବା ଆଇନଜୀବୀମାନଙ୍କୁ ଏବଂ ସତ୍ୟକୁ ପୁଙ୍ଖାନୁପୁଙ୍ଖ ଭାବରେ ତର୍ଜମା କରି ନ୍ୟାୟ ପ୍ରଦାନ କରିଥିବା ନ୍ୟାୟପାଳିକାଙ୍କୁ ସର୍ବ ପ୍ରଥମେ ଧନ୍ୟବାଦ ଜଣାଉଛି। ଏହା ସହ ମୋ ଜୀବନର ଏହି ଦୁଃସମୟରେ ମତେ ଅକୁଣ୍ଠିତ ଭାବରେ ସହଯୋଗ ଓ ସମର୍ଥନ ଜଣାଇଥିବା ପ୍ରତ୍ୟକ ବ୍ୟକ୍ତିଙ୍କୁ ମଧ୍ୟ ଧନ୍ୟବାଦ ଜଣାଉଛି। ହୀନ ଉଦ୍ଦେଶ୍ୟ ନେଇ ଛାଡ଼ପତ୍ର ପାଇଁ ଆବେଦନ କଲେ ତାହା ଧରାପଡ଼େ ଓ ନ୍ୟାୟପାଳିକା ଦ୍ୱାରା ଖାରଜ ହୋଇ ସଫଳ ହୁଏ ନାହିଁ। ଅଗ୍ନିକୁ ସାକ୍ଷୀ ରଖି ପଡ଼ିଥିବା ହସ୍ତଗଣ୍ଠିର ଶକ୍ତି ବହୁତ ଅଧିକ। ପରିଶେଷରେ ଏତିକି କହିବି ଯେ ମିଛ ଯେତେ ଶକ୍ତିଶାଳୀ ହୋଇଥାଉ ଦିନେ ନା ଦିନେ ତାର ଅନ୍ତ ଘଟେ ଓ ସତ୍ୟର ବିଜୟ ହୁଏ। ମହାପ୍ରଭୁ ଶ୍ରୀଜଗନ୍ନାଥ ମତେ ସବୁବେଳେ ସତ୍ୟ, ଧର୍ମ ଓ ନ୍ୟାୟ ପଥରେ ଚାଲିବା ପାଇଁ ଶକ୍ତି ଓ ସାମର୍ଥ୍ୟ ପ୍ରଦାନ କରନ୍ତୁ ।

ଜୟ ଜଗନ୍ନାଥ | Posted on 23/Sep/2023 15:15:49

Varsha Priyadarshini Instagram – Jay Jagannath🙏🌹
Varsha Priyadarshini Instagram – Truth prevails🙏

Check out the latest gallery of Varsha Priyadarshini